Advertisment

ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନର୍ଥ ବ୍ଲକରେ ସ୍ୱରାଷ୍ଟ୍ର ମନ୍ତ୍ରାଳୟକୁ ଯାଇ ଅମିତ୍ ଶାହଙ୍କୁ ଭେଟିଲେ । ରାଜ୍ୟର ଆଇନଶୃଙ୍ଖଳା ଓ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା ସୂଚନା ।

author-image
Saroj Kumar Jena

ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ 
ଦିଲ୍ଲୀରେ ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନର୍ଥ ବ୍ଲକରେ ସ୍ୱରାଷ୍ଟ୍ର ମନ୍ତ୍ରାଳୟକୁ ଯାଇ ଅମିତ୍ ଶାହଙ୍କୁ ଭେଟିଲେ । 
ରାଜ୍ୟର ଆଇନଶୃଙ୍ଖଳା ଓ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା ସୂଚନା ।

Advertisment
Amit Shah Maoist Meeting Mohan Charan Majhi
Advertisment
Advertisment