Advertisment

ଗହୀରମଥାର ମୋହ ଛାଡ଼ିପାରି ନାହାନ୍ତି ମା' କଇଁଛ

ବାଟ ହୁଡ଼ାଇ ପାରେନି ଅଥଳ ସମୁଦ୍ର। ଦିଗ ହଜାଇ ପାରେନି ମହାସାଗର। ଆଶ୍ଚର୍ଯ୍ୟର କଥା, ଶହ ଶହ ନଟିକାଲ୍ ମାଇଲ୍ ଅତିକ୍ରମ କରି କେମିତି କେଜାଣି ନିଜ ପୁରୁଣା ଅନ୍ତୁଡ଼ିଶାଳକୁ ଖୋଜି ନିଅନ୍ତି ଅଲିଭ ରିଡଲେ କଇଁଛ।

Advertisment

ବାଟ ହୁଡ଼ାଇ ପାରେନି ଅଥଳ ସମୁଦ୍ର। ଦିଗ ହଜାଇ ପାରେନି ମହାସାଗର। ଆଶ୍ଚର୍ଯ୍ୟର କଥା, ଶହ ଶହ ନଟିକାଲ୍ ମାଇଲ୍ ଅତିକ୍ରମ କରି କେମିତି କେଜାଣି ନିଜ ପୁରୁଣା ଅନ୍ତୁଡ଼ିଶାଳକୁ ଖୋଜି ନିଅନ୍ତି ଅଲିଭ ରିଡଲେ କଇଁଛ। ଏହା ପୁଣିଥରେ ପ୍ରମାଣ କରିଛି ଓଡ଼ିଶାର ଏକମାତ୍ର ସାମୁଦ୍ରିକ ଅଭୟାରଣ୍ୟ ତଥା ବିଶ୍ବର ସର୍ବବୃହତ ଅଲିଭ ରିଡଲେ ଅଣ୍ଡାଦାନସ୍ଥଳ ଗହୀର ମଥା।

Advertisment
Olive Ridley Turtles Gahirmatha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ