Advertisment

ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ

ଚିକିତ୍ସା_ପାଇଁ_ମୁମ୍ବାଇ_ଯିବେ_ନବୀନ ସର୍ଭିକାଲ ଆର୍ଥ୍ରାଇଟିସରେ ପୀଡିତ ଅଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଚିକିତ୍ସା ପାଇଁ ଆସନ୍ତା ୨୨ ତାରିଖରେ ମୁମ୍ବାଇ ଯିବେ ନବୀନ। ସ୍ବାସ୍ଥ୍ୟ ବିଶେଷଜ୍ଞମାନଙ୍କ ପରାମର୍ଶ ଅନୁଯାୟୀ, କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସର୍ଭିକାଲ ଆର୍ଥ୍ରାଇଟିସ ଚିକିତ୍ସା କରାଇବେ। ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ଡାକ୍ତର ରାମାକାନ୍ତ ପଣ୍ଡା ମୁମ୍ବାଇରେ ଏହାକୁ କୋର୍ଡିନେଟ କରୁଛନ୍ତି।

Advertisment

ଚିକିତ୍ସା_ପାଇଁ_ମୁମ୍ବାଇ_ଯିବେ_ନବୀନ
ସର୍ଭିକାଲ ଆର୍ଥ୍ରାଇଟିସରେ ପୀଡିତ ଅଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଚିକିତ୍ସା ପାଇଁ ଆସନ୍ତା ୨୨ ତାରିଖରେ ମୁମ୍ବାଇ ଯିବେ ନବୀନ। ସ୍ବାସ୍ଥ୍ୟ ବିଶେଷଜ୍ଞମାନଙ୍କ ପରାମର୍ଶ ଅନୁଯାୟୀ, କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସର୍ଭିକାଲ ଆର୍ଥ୍ରାଇଟିସ ଚିକିତ୍ସା କରାଇବେ। ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ଡାକ୍ତର ରାମାକାନ୍ତ ପଣ୍ଡା ମୁମ୍ବାଇରେ ଏହାକୁ କୋର୍ଡିନେଟ କରୁଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles: