Navy Day 2024
ପୁରୀ ବେଳାଭୂମିରେ ବିଶ୍ବ ଦେଖିଲା ଭାରତୀୟ ନୌସେନାର ବଳ। ନୌସେନା ଦିବସରେ ଓଡ଼ିଶାରେ ଲେଖାହେଲା ଉତ୍ସବର ନୂଆ ଇତିହାସ। ରାଷ୍ଟ୍ରପତିଙ୍କ ସାମ୍ନାରେ ୧୫ ଯୁଦ୍ଧ ଜାହାଜ, ୩୭ ଏୟାରକ୍ରାଫ୍ଟ ଓ ୩୫ଶହରୁ ଊର୍ଦ୍ଧ୍ବ ନୌବୀରଙ୍କ ଦୁର୍ଦ୍ଧର୍ଷ ରଣକୌଶଳ ଦେଖି ତାଜୁବ ଦୁନିଆ। ଓଡ଼ିଆ ପୁଅ କମାଣ୍ଡର ରାହୁଲ ପଟ୍ଟନାୟକଙ୍କ ନେତୃତ୍ବରେ ସବମେରିନ୍ INS ଶଲ୍-କୀ ପରାକ୍ରମ ଦେଖାଇବା ପରେ ଆରମ୍ଭ ହୋଇଥିଲା ଶୌର୍ଯ୍ୟ, ସାହସ, ସମନ୍ବୟର ଅଭୂତପୂର୍ବ ପ୍ରଦର୍ଶନ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)