Advertisment

ପୁରୀ ବେଳାଭୂମିରେ ବିଶ୍ୱ ଦେଖିଲା ଭାରତୀୟ ନୌସେନାର ବଳ

ଓଡ଼ିଆ ପୁଅ କମାଣ୍ଡର ରାହୁଲ ପଟ୍ଟନାୟକଙ୍କ ନେତୃତ୍ବରେ ସବମେରିନ୍ INS ଶଲ୍-କୀ ପରାକ୍ରମ ଦେଖାଇବା ପରେ ଆରମ୍ଭ ହୋଇଥିଲା ଶୌର୍ଯ୍ୟ, ସାହସ, ସମନ୍ବୟର ଅଭୂତପୂର୍ବ ପ୍ରଦର୍ଶନ।

Advertisment

ପୁରୀ ବେଳାଭୂମିରେ ବିଶ୍ବ ଦେଖିଲା ଭାରତୀୟ ନୌସେନାର ବଳ। ନୌସେନା ଦିବସରେ ଓଡ଼ିଶାରେ ଲେଖାହେଲା ଉତ୍ସବର ନୂଆ ଇତିହାସ। ରାଷ୍ଟ୍ରପତିଙ୍କ ସାମ୍ନାରେ ୧୫ ଯୁଦ୍ଧ ଜାହାଜ, ୩୭ ଏୟାରକ୍ରାଫ୍ଟ ଓ ୩୫ଶହରୁ ଊର୍ଦ୍ଧ୍ବ ନୌବୀରଙ୍କ ଦୁର୍ଦ୍ଧର୍ଷ ରଣକୌଶଳ ଦେଖି ତାଜୁବ ଦୁନିଆ। ଓଡ଼ିଆ ପୁଅ କମାଣ୍ଡର ରାହୁଲ ପଟ୍ଟନାୟକଙ୍କ ନେତୃତ୍ବରେ ସବମେରିନ୍ INS ଶଲ୍-କୀ ପରାକ୍ରମ ଦେଖାଇବା ପରେ ଆରମ୍ଭ ହୋଇଥିଲା ଶୌର୍ଯ୍ୟ, ସାହସ, ସମନ୍ବୟର ଅଭୂତପୂର୍ବ ପ୍ରଦର୍ଶନ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ