Advertisment

ମେଡ଼ିକାଲରେ ଦୟନୀୟ ହେଲାଣି ରୋଗୀଙ୍କ ଅବସ୍ଥା

ରାଜ୍ୟବ୍ୟାପି ସରକାରୀ ମେଡ଼ିକାଲ୍ ଗୁଡ଼ିକ ଆଗରେ ଧାରଣା ଦେଇ ଦାବି ପୂରଣ ପାଇଁ ଅଡ଼ିବସିଛନ୍ତି ନର୍ସିଂ ଅଫିସର।

Advertisment

ମେଡ଼ିକାଲରେ ଦୟନୀୟ ହେଲାଣି ରୋଗୀଙ୍କ ଅବସ୍ଥା । ହିମୋଗ୍ଲୋବିନ୍ କମିଯାଇଥିବା କାହା ପିଲାକୁ ଦିଆଯାଇପାରୁନି ରକ୍ତ ତ ଆଉ କାହାର ଡେଙ୍ଗୁ ଆକ୍ରାନ୍ତ ପିଲାର ଚିକିତ୍ସା ପାଇଁ ସଂଗୃହିତ ହୋଇପାରୁନି ଆବଶ୍ୟକୀୟ ନମୂନା । ଆଜିକୁ ୩ ଦିନ ହେଲା ନର୍ସିଂ ଅଫିସରଙ୍କ ଆନ୍ଦୋଳନ ଯୋଗୁ ପ୍ରଭାବିତ ହେଲାଣି ସ୍ୱାସ୍ଥ୍ୟସେବା। ପୂର୍ବରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ। ରାଜ୍ୟବ୍ୟାପି ସରକାରୀ ମେଡ଼ିକାଲ୍ ଗୁଡ଼ିକ ଆଗରେ ଧାରଣା ଦେଇ ଦାବି ପୂରଣ ପାଇଁ ଅଡ଼ିବସିଛନ୍ତି ନର୍ସିଂ ଅଫିସର।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ