Advertisment

ମେ’ରେ ବାହାରିବ ମାଟ୍ରିକ ପରୀକ୍ଷା ଫଳ

ମେ’ ରେ ମାଟ୍ରିକ୍ ରେଜଲ୍ଟ । ମେ’ ମାସ ପ୍ରଥମ ସପ୍ତାହରେ ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇଁ ଲକ୍ଷ୍ୟ ରଖିଛନ୍ତି ବୋର୍ଡ କର୍ତ୍ତୃପକ୍ଷ ।

author-image
Santosh Kumar Sahoo

ମେ’ରେ ବାହାରିବ ମାଟ୍ରିକ ପରୀକ୍ଷା ଫଳ। ମେ’ ପ୍ରଥମ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ଆଜି ଏହି ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ବୋର୍ଡ ସଭାପତି କହିଛନ୍ତି, ମାର୍ଚ୍ଚ ୧୯ ତାରିଖରୁ ଖାତା ଦେଖା ଆରମ୍ଭ ହେବ। ମେ’ମାସ ପ୍ରଥମ ସପ୍ତାହରେ ମାଟ୍ରିକ ରେଜଲ୍ଟ ବାହାରିବ।

Advertisment
BSE Class 10 Exam Matric Result
Advertisment
Advertisment