Matric Exam
ଛାତ୍ର ଜୀବନର ପ୍ରଥମ ସୋପାନର ପ୍ରଥମ ଗୁରୁତ୍ୱପୂର୍ଣ୍ଣ ପରୀକ୍ଷା। ଆଜିଠୁ କଡ଼ା ସୁରକ୍ଷା ବନ୍ଦୋବସ୍ତରେ ସାରା ରାଜ୍ୟରେ ଆରମ୍ଭ ହୋଇଛି ମାଟ୍ରିକ୍ ପରୀକ୍ଷା। ପେପର ଲିକ ଓ ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ଏଥର ନୂଆ ବ୍ୟବସ୍ଥାରେ ପରୀକ୍ଷା ହୋଇଥିଲା ବେଳେ, ପ୍ରଥମ ଦିନର ପରୀକ୍ଷା ସୁରୁଖୁରୁରେ ଶେଷ ହୋଇଥିବା କହିଛନ୍ତି ବୋର୍ଡ କର୍ତ୍ତୃପକ୍ଷ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)