ଦୈନିକ କାର୍ଯ୍ୟ ନିର୍ଘଣ୍ଟ ୯ ଘଣ୍ଟାରୁ ୧୦ ଘଣ୍ଟାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି । ସପ୍ତାହକରେ ୪୮ ଘଣ୍ଟାରୁ ଅଧିକ କାମ କଲେ ଓଭରଟାଇମ୍ ମିଳିବ । ମହିଳା କର୍ମଚାରୀ ଚାହିଁଲେ ସମ୍ମତି ପତ୍ର ଦେଇ ରାତିରେ କାର୍ଯ୍ୟ କରିପାରିବେ । ମହିଳା କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ସୁରକ୍ଷା ବ୍ୟବସ୍ଥା କରିବେ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)