Advertisment

Cabinet Approves 10-Hour Workday: ସପ୍ତାହକରେ ୪୮ ଘଣ୍ଟାରୁ ଅଧିକ କାମ କଲେ ଓଭରଟାଇମ୍ ମିଳିବ

ଦୈନିକ କାର୍ଯ୍ୟ ନିର୍ଘଣ୍ଟ ୯ ଘଣ୍ଟାରୁ ୧୦ ଘଣ୍ଟାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି । ସପ୍ତାହକରେ ୪୮ ଘଣ୍ଟାରୁ ଅଧିକ କାମ କଲେ ଓଭରଟାଇମ୍ ମିଳିବ । ମହିଳା କର୍ମଚାରୀ ଚାହିଁଲେ ସମ୍ମତି ପତ୍ର ଦେଇ ରାତିରେ କାର୍ଯ୍ୟ କରିପାରିବେ । ମହିଳା କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ସୁରକ୍ଷା ବ୍ୟବସ୍ଥା କରିବେ ।

Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ