Advertisment

Video: ଉଜୁଡ଼ା କ୍ଷେତ ବୁଲିଲେ, ଚାଷୀଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ

ହାତରେ ଉଜୁଡା ଫସଲ, ଆଖିରୁ ଝରୁଛି ଲୁହ। କାନ୍ଦି କାନ୍ଦି ସରକାରଙ୍କୁ ଗୁହାରି କରୁଛି ଚଷା ପୁଅ। ମତେ ରକ୍ଷା କର, ଋଣ ଛାଡ଼ କର। ଅଦିନିଆ ବର୍ଷାରେ ଧୋଇଯାଇଛି ଫସଲ। ଅଣ୍ଟା ସଳଖିବା ମୁସ୍କିଲ।

Advertisment

ଅଦିନିଆ ବର୍ଷା ମାଡ଼ରେ ମେରୁଦଣ୍ଡ ନଇଁ ଯାଇଥିବା ଚାଷୀଙ୍କ ପାଖରେ ଛିଡା ହେଲେ ମୁଖ୍ୟମନ୍ତ୍ରୀ। କ୍ଷତିପୂରଣ ପାଇଁ ପ୍ରତିଶ୍ରୁତି ଦେଲେ। ମୁଖ୍ୟମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ମନ୍ତ୍ରୀମାନେ ଆଜି ବିଭିନ୍ନ କ୍ଷତିଗ୍ରସ୍ତ ଜିଲ୍ଲା ଯାଇ ସ୍ଥିତିର ଅନୁଧ୍ୟାନ କରିଛନ୍ତି। ସରକାରଙ୍କୁ ପାଖରେ ପାଇଁ କାନ୍ଦି କାନ୍ଦି ଗୁହାରି କରିଛି ଚାଷୀ। ଆଉ ଏପଟେ ବିରୋଧୀ, ସରକାରଙ୍କ ବିଫଳତା ନେଇ ଟାର୍ଗେଟ କରିଛନ୍ତି।

Advertisment
Odisha Mohan Majhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ