• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Other Videos

'ପ୍ରତି ପଞ୍ଚାୟତରେ ଖୋଲିବ ଜନପୋଷଣ କେନ୍ଦ୍ର। ରିହାତି ଦରରେ ରାସନ ସାମଗ୍ରୀ ଯୋଗାଇ ଦିଆଯିବ। ଚାଉଳ, ଅଟା, ଚିନି, ଲୁଣ ଡାଲି ପରି ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇ ଦିଆଯିବ। ପାଇଲଟ ଭାବେ ୫ ଟି ପୋଷଣ କେନ୍ଦ୍ର ଖୋଲିବାକୁ ଯୋଜନା।' - କୃଷ୍ଣଚନ୍ଦ୍ର ପାତ୍ର, ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ

Odisha to Open Jan Poshan Kendras in Every Panchayat to Supply Subsidised Essentials