ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ
ଆସନ୍ତା ୬ତାରିଖରେ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପ୍ରଦାନ କରାଯିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେ ଆହୁରି ମଧ୍ୟ କହିଛନ୍ତି ଯେ, ନିଯୁକ୍ତି ଏକ ନିରନ୍ତର ପ୍ରକ୍ରିୟା । ସରକାର ଖାଲି ପଡିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ଚେଷ୍ଟା କରୁଛନ୍ତି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)