Advertisment

୬ରେ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଆସନ୍ତା ୬ତାରିଖରେ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପ୍ରଦାନ କରାଯିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।

Advertisment

ଆସନ୍ତା ୬ତାରିଖରେ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପ୍ରଦାନ କରାଯିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେ ଆହୁରି ମଧ୍ୟ କହିଛନ୍ତି ଯେ, ନିଯୁକ୍ତି ଏକ ନିରନ୍ତର ପ୍ରକ୍ରିୟା । ସରକାର ଖାଲି ପଡିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ଚେଷ୍ଟା କରୁଛନ୍ତି । 

Advertisment
Mohan Majhi Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ