Advertisment

ଏପ୍ରିଲ ପହିଲାରୁ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ୬୭ ଲକ୍ଷ ୮୦ ହଜାରରୁ ଅଧିକ ପରିବାର ଉପକୃତ ହେବାକୁ ଥିବା ବେଳେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ଅଧିକ ପରିବାର ଉପକୃତ ହେବେ ।

author-image
Santosh Kumar Sahoo

ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ଆସନ୍ତା ଏପ୍ରିଲ ପହିଲା ଦିନ ସାରା ରାଜ୍ୟରେ ଏହି ଯୋଜନାର ଶୁଭାରମ୍ଭ ହେବ । ଏହା ସହିତ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ ସେହିଦିନ ଶୁଭାରମ୍ଭ ହେବ । ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।

Advertisment
Odisha Ayushman Bharat
Advertisment
Advertisment