BUDGET
ମୋହନ ସରକାରର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ କସରତ୍ । ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ଆଜି ପ୍ରାକ୍ ବଜେଟ୍ ପରାମର୍ଶ ସଭା ଡାକି ବିଭିନ୍ନ କ୍ଷେତ୍ରର ବିଶେଷଜ୍ଞଙ୍କଠୁ ମତାମତ ଲୋଡ଼ିଛନ୍ତି । ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ବ ସରକାରର କାମଚଳା ବଜେଟରେ ୨ ଲକ୍ଷ ୫୫ ହଜାର କୋଟି ଟଙ୍କାର ବ୍ୟୟ ବରାଦ ଥିଲା ବେଳେ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ ପାଇଁ ବିପୁଳ ଅର୍ଥର ଆବଶ୍ୟକତା ରହିଛି । ତେଣୁ ସେ ଦୃଷ୍ଟିରୁ କେଉଁ କ୍ଷେତ୍ରରୁ ପାଣ୍ଠି ଆସିବ, ପୂର୍ଣ୍ଣାଙ୍ଗ ବଜେଟର ଆକାର କିଭଳି ରହିବ ତାକୁ ନେଇ ଚର୍ଚ୍ଚା ଲାଗି ରହିଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)