Illega Apartment
ସରକାରଙ୍କ ନାକ ତଳେ ଚାଲିଥିଲା ବେଆଇନ କାରବାର ! ନୂଆ ସରକାର ଧରିଲେ ବେଆଇନ୍ ନିର୍ମାଣ । ବିଧାନସଭାରୁ ଆସିଲା ଚମକାଇ ଦେଲା ଭଳି ତଥ୍ୟ। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ- BDA ଅଧୀନରେ ହୋଇଥିବା ବେଆଇନ ଆପାର୍ଟମେଣ୍ଟ ଉପରେ ଚାଲିବ ବୁଲଡୋଜର। ବିଲଡରଙ୍କୁ ଅନୁକଂପା ଦେଖାଇ ରାଜଧାନୀରେ ବେଆଇନ ଭାବେ ନିର୍ମାଣ ହୋଇଥିବା ଶହ ଶହ କୋଠାବାଡ଼ି ମଧ୍ୟରୁ ୧୯୧ଟି ଭାଙ୍ଗିବାକୁ ସରକାରଙ୍କ ନିର୍ଦେଶ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)