ତିରୁପତି ପରେ ତତ୍ପରତା । ବାଲାଜୀ ମନ୍ଦିରରୁ ଶିକ୍ଷା । ଶ୍ରୀମନ୍ଦିରରେ ମହାପ୍ରସାଦର ହେବ ମାନ ଯାଞ୍ଚ । ରୋଷ ଘରକୁ ଯାଉଥିବା ସାମଗ୍ରୀ ହେଉ କି ସେଠୁ ବାହାରୁଥିବା ଅବଢ଼ା, ସବୁର ହେବ ମାନ ପରୀକ୍ଷଣ। ଆଜି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଦେଇଛନ୍ତି ଏ ସୂଚନା। ମନ୍ତ୍ରୀ କହିଛନ୍ତି-ଜଗନ୍ନାଥ ମନ୍ଦିରରେ ମହାପ୍ରସାଦର ମାନ ଯାଞ୍ଚ ପାଇଁ ନିଯୁକ୍ତ ହେବେ ଫୁଡ୍ ଇନ୍ସପେକ୍ଟର। ଏଥିପାଇଁ ସ୍ବାସ୍ଥ୍ୟ ବିଭାଗ ସହ ଆଲୋଚନା ସରିଛି।
Published By: Satyendu Shekher Mishra
Last updated: 27 September 2024, 10:18 PM IST
ଯିଏ ଦୁର୍ନୀତି କରିଥିବ ସିଏ ନିଶ୍ଚିତ ବନ୍ଧା ହେବ । ବବି ଦାସଙ୍କୁ ଟାର୍ଗେଟ କରି ଏଭଳି କହିଛନ୍ତି ବିଜେପି ବିଧାୟକ ସରୋଜ ପାଢ଼ୀ ।