Srimandir Lord Jagannath
Advertisment
ତିରୁପତି ପରେ ତତ୍ପରତା । ବାଲାଜୀ ମନ୍ଦିରରୁ ଶିକ୍ଷା । ଶ୍ରୀମନ୍ଦିରରେ ମହାପ୍ରସାଦର ହେବ ମାନ ଯାଞ୍ଚ । ରୋଷ ଘରକୁ ଯାଉଥିବା ସାମଗ୍ରୀ ହେଉ କି ସେଠୁ ବାହାରୁଥିବା ଅବଢ଼ା, ସବୁର ହେବ ମାନ ପରୀକ୍ଷଣ। ଆଜି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଦେଇଛନ୍ତି ଏ ସୂଚନା। ମନ୍ତ୍ରୀ କହିଛନ୍ତି-ଜଗନ୍ନାଥ ମନ୍ଦିରରେ ମହାପ୍ରସାଦର ମାନ ଯାଞ୍ଚ ପାଇଁ ନିଯୁକ୍ତ ହେବେ ଫୁଡ୍ ଇନ୍ସପେକ୍ଟର। ଏଥିପାଇଁ ସ୍ବାସ୍ଥ୍ୟ ବିଭାଗ ସହ ଆଲୋଚନା ସରିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us