Odia Mandates
ରାଜ୍ୟର ସମସ୍ତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ମାନଙ୍କରେ ଓଡ଼ିଆ ଭାଷାରେ ସାଇନ ବୋର୍ଡ ଲଗାଇବା ବାଧ୍ୟତାମୂଳକ। ରାଜ୍ୟର ମହାନଗର ନିଗମ, ପୌରପାଳିକା ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡ଼ିକ ଅଧିନରେ ଥିବା ସମସ୍ତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ନାମ ଫଳକ ଓଡ଼ିଆରେ ଲେଖିବା ବାଧ୍ୟତାମୂଳତକ କରାଯାଇଛି। ଗାଇଡ ଲାଇନ୍ ଅନୁଯାୟୀ ସାଇନ ବୋର୍ଡର ମୋଟ କ୍ଷେତ୍ରଫଳର ଅନୁନ୍ୟ ୬୦ ପ୍ରତିଶତ ଭାଗରେ ଓଡ଼ିଆ ଲିପିର ବ୍ୟବହାର କରିବେ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)