Odisha govt revises vehicle hiring rates, ministers to get Rs 50,400 per month
Advertisment
By clicking the button, I accept the Terms of Use of the service and its Privacy Policy, as well as consent to the processing of personal data.
Don’t have an account? Signup
Odisha govt revises vehicle hiring rates, ministers to get Rs 50,400 per month
ମନ୍ତ୍ରୀ, ଅଫିସରଙ୍କ ମାସିକ ଗାଡ଼ିଭଡ଼ା ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର । ପୂର୍ବ ନିର୍ଦ୍ଧାରିତ ଘରୋଇ ଗାଡ଼ିଭଡ଼ା ଖର୍ଚ୍ଚରେ ସଂଶୋଧନ । ୫୦ ହଜାର ୪୦୦ ଟଙ୍କା ହେଲା ମନ୍ତ୍ରୀଙ୍କ ଗାଡ଼ି ଖର୍ଚ୍ଚ । ଜିଲ୍ଲାପାଳ, SPଙ୍କ ଗାଡ଼ି ଖର୍ଚ୍ଚ ୪୪ ହଜାର ୪୦୦କୁ ବୃଦ୍ଧି । ବ୍ଲକ, ତହସିଲ, ଫିଲ୍ଡ ଅଫିସ୍ ଗାଡ଼ି ଖର୍ଚ୍ଚ ୩୭ ହଜାର ୨୦୦କୁ ବୃଦ୍ଧି । ପ୍ରମୁଖ ସଚିବଙ୍କ ୩୬ ହଜାର ଏବଂ ସ୍ବତନ୍ତ୍ର ସଚିବଙ୍କ ଗାଡ଼ି ଖର୍ଚ୍ଚ ୩୧ ହଜାର ୨୦୦କୁ ବୃଦ୍ଧି କରାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)