Advertisment

ମନ୍ତ୍ରୀଙ୍କ ମାସିକ ଗାଡ଼ିଭଡ଼ା ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର

ମନ୍ତ୍ରୀ, ଅଫିସରଙ୍କ ମାସିକ ଗାଡ଼ିଭଡ଼ା ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର । ପୂର୍ବ ନିର୍ଦ୍ଧାରିତ ଘରୋଇ ଗାଡ଼ିଭଡ଼ା ଖର୍ଚ୍ଚରେ ସଂଶୋଧନ । ୫୦ ହଜାର ୪୦୦ ଟଙ୍କା ହେଲା ମନ୍ତ୍ରୀଙ୍କ ଗାଡ଼ି ଖର୍ଚ୍ଚ । ଜିଲ୍ଲାପାଳ, SPଙ୍କ ଗାଡ଼ି ଖର୍ଚ୍ଚ ୪୪ ହଜାର ୪୦୦କୁ ବୃଦ୍ଧି । ବ୍ଲକ, ତହସିଲ, ଫିଲ୍ଡ ଅଫିସ୍ ଗାଡ଼ି ଖର୍ଚ୍ଚ ୩୭ ହଜାର ୨୦୦କୁ ବୃଦ୍ଧି । ପ୍ରମୁଖ ସଚିବଙ୍କ ୩୬ ହଜାର ଏବଂ ସ୍ବତନ୍ତ୍ର ସଚିବଙ୍କ ଗାଡ଼ି ଖର୍ଚ୍ଚ ୩୧ ହଜାର ୨୦୦କୁ ବୃଦ୍ଧି କରାଯାଇଛି ।

Odisha Govt
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ