School Closure
ଡାଇରିଆ ପ୍ରବଣ ୩ ଜିଲ୍ଲାରେ ସ୍ଥିତି ଦେଖି ସ୍କୁଲ୍ ବନ୍ଦ ନିଷ୍ପତ୍ତି ନେବେ ଜିଲ୍ଲାପାଳ । ସ୍ଥିତି ଅଣାୟତ୍ତ ଥିଲେ ସ୍କୁଲ୍ ବନ୍ଦ ରଖିପାରିବେ ଜିଲ୍ଲାପାଳ । ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ସୂଚନା ଦେଇଛନ୍ତି । ସେପଟେ ୨୧ ଯାଏଁ ଭଦ୍ରକ ଏବଂ ୨୪ ଯାଏଁ ଯାଜପୁରରେ ସ୍କୁଲ ଛୁଟି ନିଷ୍ପତ୍ତି ହୋଇଛି । ଅଙ୍ଗନବାଡ଼ି କେନ୍ଦ୍ର, ସମସ୍ତ ସ୍କୁଲ୍ ଓ କଲେଜ ବନ୍ଦ ପାଇଁ ନିର୍ଦ୍ଦେଶ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)