Advertisment

SCB ଯାଏଁ ଗଡ଼ିବ ମେଟ୍ରୋ

#SCB_ ଯାଏଁ_ଗଡ଼ିବ_ମେଟ୍ରୋ କଟକ ବଡ଼ ମେଡିକାଲ ଯାଏଁ ସଂପ୍ରସାରଣ ହେବ ମେଟ୍ରୋ ପ୍ରକଳ୍ପ। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି।

author-image
Saroj Kumar Jena

#SCB_ ଯାଏଁ_ଗଡ଼ିବ_ମେଟ୍ରୋ
କଟକ ବଡ଼ ମେଡିକାଲ ଯାଏଁ ସଂପ୍ରସାରଣ ହେବ ମେଟ୍ରୋ ପ୍ରକଳ୍ପ। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି।

Advertisment
Advertisment
Advertisment