Advertisment

ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ

ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ଓଡ଼ିଶା ପୋଲିସର ବଡ଼ ସୂଚନା । ‘ତଦନ୍ତ ଅନୁଯାୟୀ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ ହୋଇଛି। ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚି ସାରିଛି । ସମସ୍ତଙ୍କୁ ଅନୁରୋଧ, ଦୁଃଖଦ ମୁହୂର୍ତ୍ତରେ ସମ୍ବେଦନଶୀଳ ମନ୍ତବ୍ୟ ନ ଦିଅନ୍ତୁ’।

author-image
Manasranjan Mohanty