Advertisment

ଏଣିକି କ୍ୟାବିନେଟ୍ ବୈଠକରେ ରହିବେନି ସଚିବ

କ୍ୟାବିନେଟ୍ ବୈଠକରେ ସଚିବଙ୍କ କ୍ଷମତା ସଂକୁଚିତ । ମନ୍ତ୍ରୀଙ୍କ ପାୱାର୍ ବ୍ୟାକ୍ । ପରିବର୍ତ୍ତନ ହେଲା ରାଜ୍ୟ କ୍ୟାବିନେଟର ଢାଞ୍ଚା । ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଜାରି ହେଲା ନିର୍ଦ୍ଦେଶନାମା ।

Advertisment

କମିଲାଙ୍କ ସଚିବଙ୍କ କ୍ଷମତା । ଏଣିକି କ୍ୟାବିନେଟ୍ ବୈଠକରେ ରହିବେନି ସଚିବ । ନିଜ ବିଭାଗର ପ୍ରସ୍ତାବ ନିଜେ ଉପସ୍ଥାପନ କରିବେ ମନ୍ତ୍ରୀ । କ୍ୟାବିନେଟର ଢାଞ୍ଚା ପରିବର୍ତ୍ତନ ସହ ରାଜ୍ୟ ସରକାର ନେଇଛନ୍ତି କିଛି ଏଭଳି ନିଷ୍ପତ୍ତି । ୩ ଦିନ ପୂର୍ବରୁ କ୍ୟାବିନେଟ୍ ଏଜେଣ୍ଡା ଫାଇନାଲ୍ ସହ ୨ ଦିନ ପୂର୍ବରୁ ମନ୍ତ୍ରୀଙ୍କ ପାଖରେ ପହଞ୍ଚିବ ଫାଇଲ୍ । ପୂର୍ବ ବିଜେଡି ସରକାର ଅମଳରେ କିନ୍ତୁ ମନ୍ତ୍ରୀ ଜାଣି ପାରୁନଥିଲେ କ୍ୟାବିନେଟ୍ ଏଜେଣ୍ଡା ଆଉ ପ୍ରସ୍ତାବ । ସବୁ କରୁଥିଲେ ସଚିବ ।

Advertisment
Odisha Cabinet Meeting Mohan Majhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ