Advertisment

ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ରାଜ୍ୟ ସରକାରଙ୍କ ନୂଆ ଗାଇଡ୍ ଲାଇନ୍

ଉପାନ୍ତ ମାଲକାନଗିରିରୁ କଟକ SCB ଓ କ୍ୟାପିଟାଲ୍ ହସପିଟାଲରେ ସ୍ଥିତି ପରଖିଛନ୍ତି ଆମ ପ୍ରତିନିଧି।

Advertisment

ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ରାଜ୍ୟ ସରକାରଙ୍କ ନୂଆ ଗାଇଡ୍ ଲାଇନ୍। ହସ୍ପିଟାଲ ଭିତରେ ଡାକ୍ତରଙ୍କ ସହ କୌଣସି ପ୍ରକାର ଦୁର୍ବ୍ୟବହାର କିମ୍ବା ଦୁର୍ଘଟଣା ରୋକିବାକୁ ନିର୍ଦ୍ଦେଶାବଳି ଆଣିଛି ସ୍ବାସ୍ଥ୍ୟ ବିଭାଗ । ତେବେ ଉଣା ଅଧିକ ସବୁ ହସପିଟାଲରେ ଭିତ୍ତିଭୂମିର ଅଭାବ ଓ ଆବଶ୍ୟକ କର୍ମଚାରୀ ନଥିବା ବେଳେ ନିର୍ଦ୍ଦେଶାବଳିର କିପରି ଅନୁପାଳନ ହେବ ତାକୁ ନେଇ ଉଠିଛି ପ୍ରଶ୍ନ। ଉପାନ୍ତ ମାଲକାନଗିରିରୁ କଟକ SCB ଓ କ୍ୟାପିଟାଲ୍ ହସପିଟାଲରେ ସ୍ଥିତି ପରଖିଛନ୍ତି ଆମ ପ୍ରତିନିଧି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ