Advertisment

କ୍ୟାମ୍ପସ ଗୁଡିକରେ  ନିଶାସେବନକୁ ସମ୍ପୂର୍ଣ୍ଣ ବାରଣ କରାଯିବ

ଶିକ୍ଷାନୁଷ୍ଠାନରେ କ୍ୟାମ୍ପସକୁ ସୁରକ୍ଷିତ ଅଞ୍ଚଳ ଭାବେ ଘୋଷଣା କରାଯିବ । କ୍ୟାମ୍ପସ ଗୁଡିକରେ  ନିଶାସେବନକୁ ସମ୍ପୂର୍ଣ୍ଣ ବାରଣ କରାଯିବ । ଅଣଛାତ୍ରଙ୍କ ଅସାମାଜିକ କାର୍ଯ୍ୟକଳାପକୁ ଦମନ କରାଯିବ । ଛାତ୍ରୀଙ୍କୁ ସୁରକ୍ଷିତ ବାତାବରଣ ଦେବାକୁ ‘ଶକ୍ତିଶ୍ରୀ’ ଲାଗୁ ପାଇଁ ପ୍ରକ୍ରିୟା ଆରମ୍ଭ: ମୋହନ ଚରଣ ମାଝୀ, ମୁଖ୍ୟମନ୍ତ୍ରୀ

author-image
Sujit kumar Swain

Mohan Majhi
Advertisment
Advertisment