Bangladeshi Immigrants
ଓଡ଼ିଶାରେ ଚିହ୍ନଟ ହେବେ ବାଂଲାଦେଶୀ ଅନୁପ୍ରବେଶକାରୀ। ଏଥିପାଇଁ ତହସିଲ, ବ୍ଲକ୍ ଓ ଥାନା ସ୍ତରରେ ସରକାରୀ ଅଧିକାରୀଙ୍କୁ ନେଇ କମିଟି ଗଠନ ପାଇଁ ସମସ୍ତ ଜିଲ୍ଲାପାଳ ଓ ଏସ୍ପିଙ୍କୁ ନିର୍ଦ୍ଦେଶ ବି ଦେଇ ସାରିଛନ୍ତି ରାଜ୍ୟ ସରକାର। ବିଧାନସଭାରେ ଖୋଦ୍ ମୁଖ୍ୟମନ୍ତ୍ରୀଙ୍କ ଏଇ ଉତ୍ତର ପ୍ରଭାବିତ ଜିଲ୍ଲାବାସୀଙ୍କୁ ଖୁସି ଦେଇଥିଲା ବେଳେ ହଜି ଯାଇଛି ଅନୁପ୍ରବେଶକାରୀଙ୍କ ଆଖିର ନିଦ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)