Advertisment

ଆସନ୍ତାକାଲିଠାରୁ ସାରା ଦେଶରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ପାର୍ଟ-୨

ଓଡ଼ିଶାରେ ଯୋଜନା କାର୍ଯ୍ୟକାରୀରେ ହେବ ସାମାନ୍ୟ ବିଳମ୍ବ। କାହିଁକି ନା ଏଯାଏଁ ରାଜ୍ୟରେ ଆୟୁଷ୍ମାନ ଭାରତ ପାଇଁ ମୋଡାଲିଟି ସ୍ଥିର ହୋଇନାହିଁ।

Advertisment

ଆସନ୍ତାକାଲିଠାରୁ ସାରା ଦେଶରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ପାର୍ଟ-୨। ୭୦ ବର୍ଷରୁ ଉର୍ଦ୍ଧ୍ୱ ସମସ୍ତ ବରିଷ୍ଠ ନାଗରିକଙ୍କୁ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ମିଳିବ ସ୍ୱାସ୍ଥ୍ୟ ବୀମା। କିନ୍ତୁ ଓଡ଼ିଶାରେ ଯୋଜନା କାର୍ଯ୍ୟକାରୀରେ ହେବ ସାମାନ୍ୟ ବିଳମ୍ବ। କାହିଁକି ନା ଏଯାଏଁ ରାଜ୍ୟରେ ଆୟୁଷ୍ମାନ ଭାରତ ପାଇଁ ମୋଡାଲିଟି ସ୍ଥିର ହୋଇନାହିଁ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ