Advertisment

‘ଆଳୁ ସଙ୍କଟର ସମାଧାନ ପାଇଁ ଦରକାର ହେଲେ ପଞ୍ଜାବରୁ ଆଳୁ ମଗାଯିବ’

ପଶ୍ଚିମବଙ୍ଗ ବ୍ଲାକମେଲ୍‌ର ଶିକାର ନହୋଇ ଆମେ ସ୍ୱାଭିମାନକୁ ଦେଖିଲୁ ବୋଲି କହିଛନ୍ତି ମନ୍ତ୍ରୀ।

author-image
Satyendu Shekher Mishra

ପଞ୍ଜାବରୁ ଆସିବ ଆଳୁ। ଆଳୁ ସଙ୍କଟର ସମାଧାନ ପାଇଁ ଦରକାର ହେଲେ ପଞ୍ଜାବରୁ ଆଳୁ ମଗାଯିବ ବୋଲି ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ। ମନ୍ତ୍ରୀ କୃଷ୍ଣ ପାତ୍ର କହିଛନ୍ତି ଏବେ ଉତ୍ତର ପ୍ରଦେଶରୁ ଆସୁଥିବା ଆଳୁ ଶୀଘ୍ର ପଚିଯାଉଥିବା ନେଇ ଯାହା କୁହାଯାଉଛି ତାହା ମିଛ କଥା । ଓଡ଼ିଶାରେ ବିକ୍ରି ହେଉଥିବା ୟୁପି ଆଳୁର କ୍ବାଲିଟି ବହୁତ ଭଲ। ତେବେ ଆବଶ୍ୟକ ପଡ଼ିଲେ ପଞ୍ଜାବରୁ ଆଳୁ ମଗାଯିବ। ଅପରପକ୍ଷେ ପଶ୍ଚିମବଙ୍ଗ ବ୍ଲାକମେଲ୍‌ର ଶିକାର ନହୋଇ ଆମେ ସ୍ୱାଭିମାନକୁ ଦେଖିଲୁ ବୋଲି କହିଛନ୍ତି ମନ୍ତ୍ରୀ।

Advertisment
Advertisment
Advertisment