ପଞ୍ଜାବରୁ ଆସିବ ଆଳୁ। ଆଳୁ ସଙ୍କଟର ସମାଧାନ ପାଇଁ ଦରକାର ହେଲେ ପଞ୍ଜାବରୁ ଆଳୁ ମଗାଯିବ ବୋଲି ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ। ମନ୍ତ୍ରୀ କୃଷ୍ଣ ପାତ୍ର କହିଛନ୍ତି ଏବେ ଉତ୍ତର ପ୍ରଦେଶରୁ ଆସୁଥିବା ଆଳୁ ଶୀଘ୍ର ପଚିଯାଉଥିବା ନେଇ ଯାହା କୁହାଯାଉଛି ତାହା ମିଛ କଥା । ଓଡ଼ିଶାରେ ବିକ୍ରି ହେଉଥିବା ୟୁପି ଆଳୁର କ୍ବାଲିଟି ବହୁତ ଭଲ। ତେବେ ଆବଶ୍ୟକ ପଡ଼ିଲେ ପଞ୍ଜାବରୁ ଆଳୁ ମଗାଯିବ। ଅପରପକ୍ଷେ ପଶ୍ଚିମବଙ୍ଗ ବ୍ଲାକମେଲ୍ର ଶିକାର ନହୋଇ ଆମେ ସ୍ୱାଭିମାନକୁ ଦେଖିଲୁ ବୋଲି କହିଛନ୍ତି ମନ୍ତ୍ରୀ।
Published By: Satyendu Shekher Mishra
Last updated: 05 August 2024, 10:17 PM IST
ରାଜ୍ୟରେ ମୋବାଇଲ୍ ଓ ଇଭି ବ୍ୟାଟେରୀ ପ୍ଲାଣ୍ଟ ପାଇଁ ଆଗ୍ରହ ଦେଖାଇବେ ବି ନିବେଶକ ? କାରଣ ରାଜ୍ୟରେ ମିଳିଛି ମୂଲ୍ୟବାନ ଧାତୁ- ଲିଥିୟମର ସନ୍ଧାନ। ନୟାଗଡ଼ ଜିଲ୍ଲା ମାଟି ତଳେ ଲିଥିୟମ ଥିବା ନେଇ ମିଳିଛି ବଡ଼ ସଙ୍କେତ।