Advertisment

ମହାପ୍ରଭୁଙ୍କ ପାଣ୍ଠି ବଢ଼ାଇବାକୁ ଡିଜିଟାଲ ହୁଣ୍ଡି

ମହାପ୍ରଭୁଙ୍କ ପାଣ୍ଠି ବଢ଼ାଇବାକୁ ଆରମ୍ଭ ହେବ ସମର୍ପଣ କାର୍ଯ୍ୟକ୍ରମ। ଏହା ଜରିଆରେ ଦେଶର କୋଣ ଅନୁକୋଣରେ ଥିବା ବ୍ୟାଙ୍କର ବିଭିନ୍ନ ଶାଖାରେ ରହିବ ଡିଜିଟାଲ ହୁଣ୍ଡି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଏହାକୁ କାର୍ଯ୍ୟକାରୀ କରିବାକୁ ପ୍ରସ୍ତୁତି ଆରମ୍ଭ କରିଛି ଆଇନ ବିଭାଗ। ଯାହାକୁ ସ୍ବାଗତ କରିଛନ୍ତି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ। ତେବେ କଣ ଏହି ଡିଜିଟାଲ ହୁଣ୍ଡି ଆଉ ଏହା କେମିତି କାମ କରିବ !

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ