ରାଜ୍ୟରେ ଖୋଲିବ ୯ ନୂଆ ମେଡିକାଲ କଲେଜ
ରାଜ୍ୟରେ ଖୋଲିବ ନୂଆ ମେଡିକାଲ କଲେଜ। ୨୦୨୫-୨୬ ବର୍ଷରେ ହିଁ ୯ଟି ମେଡିକାଲ କଲେଜ ଖୋଲିବ। ଜଗତସିଂପୁର, ଭଦ୍ରକ, ଢେଙ୍କାନାଳ, ନବରଙ୍ଗପୁରରେ ୪ଟି MBBS କଲେଜ ହେବ। ବୁର୍ଲା, ବ୍ରହ୍ମପୁର, କେନ୍ଦୁଝର, ବଲାଙ୍ଗୀରରେ ୪ଟି ଡେଣ୍ଟାଲ କଲେଜ ଓ ମୟୁରଭଞ୍ଜରେ ଗୋଟିଏ ଆୟୁର୍ବେଦ କଲେଜ କରାଯିବ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)