Scam
OSSSC ଦ୍ୱାରା ପରିଚାଳିତ ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଲାଇଭ ଷ୍ଟକ ଇନସ୍ପେକ୍ଟର ନିଯୁକ୍ତି ପରୀକ୍ଷାରେ ବଡ଼ ଧରଣର ଘୋଟାଲା ଅଭିଯୋଗ । ଅନଲାଇନ୍ ପରୀକ୍ଷାର ମେରିଟ୍ ଲିଷ୍ଟ ବାତିଲ ସହ ଆଉ ଥରେ ଅଫଲାଇନ୍ ପରୀକ୍ଷା କରାଇବାକୁ ଜୋରଦାର ଦାବି। ଏହି ଦାବିରେ ଓଡ଼ିଶା ସବଅର୍ଡିନେଟ୍ ଷ୍ଟାଫ୍ ସିଲେକ୍ସନ ବା OSSSC କାର୍ଯ୍ୟାଳୟ ଆଗରେ ଆଶାୟୀଙ୍କ ବିଶାଳ ବିକ୍ଷୋଭ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)