Advertisment

ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ

ପଦ୍ମଶ୍ରୀ କମଳା ପୂଜାରୀଙ୍କ ଦେହାନ୍ତ । ୨ଦିନ ତଳେ ଅସୁସ୍ଥ ହୋଇ ଆଇସିୟୁରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧୀନ ଅବସ୍ଥାରେ କଟକ SCBରେ ଦେହାନ୍ତ । ବିଭିନ୍ନ କିସମର ଧାନ ସଂରକ୍ଷଣ ପାଇଁ ମିଳିଥିଲା ପଦ୍ମଶ୍ରୀ ପୁରସ୍କାର ।

author-image
Swadesi Megha Mallhar Prusty

ପଦ୍ମଶ୍ରୀ କମଳା ପୂଜାରୀଙ୍କ ଦେହାନ୍ତ । ୨ଦିନ ତଳେ ଅସୁସ୍ଥ ହୋଇ ଆଇସିୟୁରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧୀନ ଅବସ୍ଥାରେ କଟକ SCBରେ ଦେହାନ୍ତ । ବିଭିନ୍ନ କିସମର ଧାନ ସଂରକ୍ଷଣ ପାଇଁ ମିଳିଥିଲା ପଦ୍ମଶ୍ରୀ ପୁରସ୍କାର ।

Advertisment
Kamala Pujari Padma Shri
Advertisment
Advertisment