ବଦଳୁଛି ବଣ୍ଡାଘାଟି ଭାଗ୍ୟ
Advertisment
ବଣ ପାହାଡ଼ ଇଲାକାର ମଣିଷଙ୍କ ପାଇଁ ଆଉ ଚାଳ ଛପର କି କୁଡ଼ିଆ ନୁହେଁ, ତିଆରି ହେଉଛି ପକ୍କା ଘର.. ନା ଆଉ ଝଡ଼ବତାସର ଡର ଥିବ ନା ଖରା-ଶୀତର ପ୍ରକୋପ ରହିବ। ଏବେ ବଣ୍ଡାଘାଟିର ମଣିଷ ରହିବେ ପକ୍କା ଘରେ।