Vande Bharat Express
ଓଡ଼ିଶାକୁ ମୋଦି ସରକାରଙ୍କ ଆଉ ଏକ ବଡ଼ ଭେଟି । ଆଜିଠୁ ଗଡ଼ିଲାବ୍ରହ୍ମପୁର-ଟାଟାନଗର ଓ ରାଉରକେଲା-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍ । ଏ ଦୁଇ ଟ୍ରେନ୍ ସହ ମୋଟ୍ ୬ଟି ନୂଆ ବନ୍ଦେ ଭାରତର ଆଜି ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ। ଆଗାମୀ ଦିନରେ ରାଜ୍ୟର ସବୁ ଜିଲ୍ଲା ମୁଖ୍ୟାଳୟ ଏବଂ ସବ୍ ଡିଭିଜନ୍ କୁ ବି ରେଳ ସଂଯୋଗ ହେବ ବୋଲି ଏହି ଅବସରରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)