Advertisment

`ଆସନ୍ତାମାସରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି'

ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀଙ୍କ ସମେତ କେନ୍ଦ୍ର ଗୃହମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀ ମଣ୍ଡଳର ଅନ୍ୟ ସଦସ୍ୟ ଆସିପାରନ୍ତି ବୋଲି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।

author-image
Santosh Kumar Sahoo

ଆସନ୍ତା ମାସରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀଙ୍କ ସମେତ କେନ୍ଦ୍ର ଗୃହମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀ ମଣ୍ଡଳର ଅନ୍ୟ ସଦସ୍ୟ ଆସିପାରନ୍ତି ବୋଲି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । 

Advertisment
Odisha Narendra Modi
Advertisment
Advertisment