ଓଡ଼ିଶା ଆସିବେ ମୋଦି !
Advertisment
ଆସନ୍ତା ମାସରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀଙ୍କ ସମେତ କେନ୍ଦ୍ର ଗୃହମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀ ମଣ୍ଡଳର ଅନ୍ୟ ସଦସ୍ୟ ଆସିପାରନ୍ତି ବୋଲି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us