Advertisment

କାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଡବଲ ଇଞ୍ଜିନ୍ ସରକାରଙ୍କ ରିପୋର୍ଟ କାର୍ଡ ରଖିବାକୁ ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପିଏମ୍ ମୋଦି । ପ୍ରସ୍ତୁତ ଜନତା ମୈଦାନ, ଉତ୍ସାହିତ ବିଜେପି କ୍ୟାମ୍ପ । ମୋହନ ସରକାରଙ୍କ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗ ଦେଇ ମୋଦି ଖୋଲିବେ ବିକାଶର ପେଡି । ମୋହନ ସରକାରଙ୍କ ଭିଜନ ଓଡିଶା ୨୦୩୬ ଡକ୍ୟୁମେଣ୍ଟର କରିବେ ଲୋକାର୍ପଣ ।

Advertisment

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗ ଦେଇ ଓଡ଼ିଶାବାସୀଙ୍କ ପାଖରେ ମୋହନ ସରକାର ଏବଂ କେନ୍ଦ୍ର ସରକାରଙ୍କ ଉପଲବ୍ଧି ରଖିବେ। ଏହାସହ ପ୍ରାୟ ୧୯ ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବା ସହ କିଛି ଯୋଜନାର ବି ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ।

Advertisment
Odisha Narendra Modi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ