Advertisment

ସାଂପ୍ରଦାୟିକ ହିଂସାକୁ ନେଇ ପୁଣି ତେଜିଲା ରାଜନୀତି

ଭଦ୍ରକ ଘଟଣାକୁ ନେଇ ଗତକାଲି ବିଜେଡି ଅଭିଯୋଗ କରିଥିଲା,ବିଜେପି ସରକାର ଆସିବାର ତିନି ମାସ ଭିତରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାଂପ୍ରଦାୟିକ ଅଶାନ୍ତି ଓଡ଼ିଶାର ଛବିକୁ ମଳିନ କରିଛି। ବିଗତ ତିନି ମାସରେ ୪ ଥର ସାଂପ୍ରଦାୟିକ ଅଶାନ୍ତି ଦେଖାଯାଇଛି।

Advertisment

ସାଂପ୍ରଦାୟିକ ହିଂସାକୁ ନେଇ ପୁଣି ତେଜିଲା ରାଜନୀତି। ଭଦ୍ରକ ଘଟଣାକୁ ନେଇ ମୁହାଁମୁହିଁ ବିଜେଡି-ବିଜେପି। ନୂଆ ସରକାରକୁ ଦୋଷ ଦେଲା ବିଜେଡି। ବିଜେପି କହିଲା- ଭଦ୍ରକ ହିଂସା ପଛରେ ବିଜେଡି ! ଭଦ୍ରକ ଘଟଣାକୁ ନେଇ ଗତକାଲି ବିଜେଡି ଅଭିଯୋଗ କରିଥିଲା,ବିଜେପି ସରକାର ଆସିବାର ତିନି ମାସ ଭିତରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାଂପ୍ରଦାୟିକ ଅଶାନ୍ତି ଓଡ଼ିଶାର ଛବିକୁ ମଳିନ କରିଛି। ବିଗତ ତିନି ମାସରେ ୪ ଥର ସାଂପ୍ରଦାୟିକ ଅଶାନ୍ତି ଦେଖାଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ