Potato Crisis In Odisha
Advertisment
ବଜାରରେ ପୁଣି ଆଳୁ ଅମୂଲ ମୂଲ । ଗୋଦାମରେ ବି ଆଉ ଷ୍ଟକ୍ ନାହିଁ । ମାତ୍ର ୩ ମାସ ନଯାଉଣୁ ପୁଣି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କର ବାହାରିଛି ପୁରୁଣା ରୋଗ । ଓଡ଼ିଶାକୁ ଆଳୁ ଗାଡ଼ି ପ୍ରବେଶ ଉପରେ ଲଗାଇଛନ୍ତି କଟକଣା ।