Advertisment

ପ୍ରଥମ ଥର ଓଡ଼ିଶାରେ ପାଳନ ହେବ ନୌସେନା ଦିବସ

ଡିସେମ୍ବର ୪ରେ ପାଳନ ହେବ ନୌସେନା ଦିବସ। ଏଥିରେ ମୁଖ୍ୟ ଅତିଥି ଭାବରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

author-image
Santosh Kumar Sahoo

ଓଡ଼ିଶାରେ ପ୍ରଥମ ଥର ପାଇଁ ପୁରୀ ତଟରେ ଡିସେମ୍ବର ୪ରେ ପାଳନ ହେବ ନୌସେନା ଦିବସ। ଏଥିରେ ମୁଖ୍ୟ ଅତିଥି ଭାବରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ ଆରମ୍ଭ ହୋଇଯାଇଛି କାଉଣ୍ଟଡାଉନ୍। ରାଷ୍ଟ୍ରପତିଙ୍କ ସମେତ ପ୍ରତିରକ୍ଷା ମନ୍ତ୍ରୀ ଓ ତିନି ସେନାର ମୁଖ୍ୟ ବସିବା ପାଇଁ ବ୍ଳୁ ଫ୍ଳାଗ୍ ବିଚ୍‌ରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିବା ବେଳେ ଲାଇଟ୍ ହାଉସ୍ ଠାରୁ ଦିଗବାରେଣି ଖୁଣ୍ଟି ଏବଂ ନୀଳାଦ୍ରି ବିଚରୁ ପେଣ୍ଠକଟା ପର୍ଯ୍ୟନ୍ତ ସବୁସ୍ଥାନରେ ଦେଖିହେବ ନୌସେନାର ରଣ କୌଶଳ। 

Advertisment
Indian Navy Puri
Advertisment
Advertisment