Advertisment

ପ୍ରବାସୀ ଭାରତୀୟ ମହାକୁମ୍ଭ ଉଦଯାପିତ

ସମ୍ମେଳନର ଉଦଯାପନୀ ସମାରୋହରେ ବୈଦଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର କହିଥିଲେ ଦୁଇ ଦଶନ୍ଧି ଧରି ଦେଶର ବିଭିନ୍ନ ଭାଗରେ ଆୟୋଜିତ ପ୍ରବାସୀ ଭାରତୀୟ ସମ୍ମିଳନୀ ସେହି ରାଜ୍ୟକୁ ଅନ୍ତର୍ଜାତୀୟ ସ୍ତରରେ ପରିଚୟ ଦେଇପାରିଛି। ପ୍ରବାସୀଙ୍କ ସହ ସମ୍ପର୍କରେ ଯୋଡ଼ି ହୋଇପାରିଛି। ସେ ଦୃଷ୍ଟିରୁ ଓଡ଼ିଶା ମଧ୍ୟ ଏହାର ଭରପୁର ସୁଯୋଗ ନେବ ବୋଲି ଆଶା ବ୍ୟକ୍ତ କରିଥିଲେ।

Advertisment

ମହା ଆରମ୍ଭ ଭଳି ମହା ସମାରୋହରେ ଉଦଯାପିତ ହୋଇଛି ଭୁବନେଶ୍ବରରେ ଆୟୋଜିତ ତିନି ଦିନିଆ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗରିମାମୟ ଉପସ୍ଥିତି ସହ ସଫଳ ପ୍ରବାସୀଙ୍କୁ ସମ୍ମାନ ଓ ସମ୍ବର୍ଦ୍ଧନା ସହିତ ଶେଷ ହୋଇଛି ପ୍ରବାସୀଙ୍କ ମହାକୁମ୍ଭ। ଏପଟେ ବୈଦେଶିକ ମନ୍ତ୍ରାଳୟର ସହଯୋଗରେ ଓଡ଼ିଶା ପ୍ରଥମ ଥର ଏଭଳି ମେଗା ଇଭେଣ୍ଟର ଆୟୋଜନର ସୁଯୋଗ ପାଇଥିବାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଏହାଦ୍ବାରା ଓଡ଼ିଶା ପାଇଁ ଅପାର ସମ୍ଭାବନା ଓ ସୁଯୋଗ ସୃଷ୍ଟି ଦେବ ବୋଲି କହିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ।

Advertisment
Odisha President Of India Droupadi Murmu
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ