୮ଶହ ବର୍ଷ ତଳର ମନ୍ଦିର। ଏବେ ବି ସେହି ସମାନ ସ୍ଥାନ, ସେହି ସମାନ ବ୍ୟବସ୍ଥା। ହେଲେ ଏପଟେ ଦିନକୁ ଦିନ ବଢ଼ୁଛି ଭକ୍ତଙ୍କ ସଂଖ୍ୟା। ଏପରିସ୍ଥଳେ ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତଟିଏ କେମିତି କରିବ ଅନାୟସରେ ଦର୍ଶନ ? ଏ ସମ୍ପର୍କରେ ଓଟିଭିକୁ ଏକ୍ସକ୍ଲୁସିଭ୍ ସାକ୍ଷାତକାର ଦେଇ ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ ପୂର୍ବରୁ ସ୍ଥିରିକୃତ କୁଛି ନୂଆ ପ୍ରସ୍ତାବ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି।