Advertisment

କେଡ଼େ ଶ୍ରଦ୍ଧାରେ ଲୋକେ ଅର୍ପଣ କରିଥିଲେ .. ହେଲେ ଅଦରକାରୀ ଭଳି ଏଠି ସେଠି ପଡ଼ିଲା

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ବେଳେ ସାରା ରାଜ୍ୟରୁ ସଂଗୃହିତ ଅର୍ପଣ ଚାଉଳକୁ ଶେଷରେ ନିଲାମ କରିଛି ପୁରୀ ଜିଲ୍ଲା ପ୍ରଶାସନ ।

Advertisment

କେଡ଼େ ଶ୍ରଦ୍ଧାରେ ଲୋକେ ଅର୍ପଣ କରିଥିଲେ .. ହେଲେ ଅଦରକାରୀ ଭଳି ଏଠି ସେଠି ପଡ଼ିଲା । ସେଥିରେ ପୋକ ଲାଗିଗଲା .. ଆଉ ଭୋଗ ଲାଗିବା ଅବସ୍ଥାରେ ନଥିବାରୁ ଶେଷରେ ନିଲାମ କରାଗଲା । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ବେଳେ ସାରା ରାଜ୍ୟରୁ ସଂଗୃହିତ ଅର୍ପଣ ଚାଉଳକୁ ଶେଷରେ ନିଲାମ କରିଛି ପୁରୀ ଜିଲ୍ଲା ପ୍ରଶାସନ ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ