Puri YouTuber Under Surveillance for Alleged Links with Pakistani Spy Jyoti Malhotra
Advertisment
By clicking the button, I accept the Terms of Use of the service and its Privacy Policy, as well as consent to the processing of personal data.
Don’t have an account? Signup
Puri YouTuber Under Surveillance for Alleged Links with Pakistani Spy Jyoti Malhotra
#ଜ୍ୟୋତି_ଲିଙ୍କ୍ #ସ୍କାନରରେ_ପ୍ରିୟଙ୍କା
ପାକିସ୍ତାନୀ ଗୁପ୍ତଚର ଜ୍ୟୋତି ମାଲହୋତ୍ରାକୁ ଗୁପ୍ତ ତଥ୍ୟ ଦେଇଛନ୍ତି କି ପୁରୀ ଝିଅ ପ୍ରିୟଙ୍କା ସେନାପତି? ଜ୍ୟୋତିଙ୍କ ସହ ପୁଳା ପୁଳା ଫଟୋ ଓ ଭିଡ଼ିଓର ଯାଞ୍ଚ କରିବା ସହ ପାକିସ୍ତାନ କରତାରପୁର ଗସ୍ତ ରହସ୍ୟ ଭେଦିବାକୁ ବି ଚାଲିଛି ଘଣ୍ଟାଚକଟା। ପ୍ରିୟଙ୍କାଙ୍କ ସବୁ ସୋସିଆଲ ମିଡିଆ ପ୍ରୋଫାଇଲ୍ ଯାଞ୍ଚ ପରେ ଏବେ ଚାଲିଛି ଘନ ଘନ ଜେରା। ପୁରୀ ଛାଡ଼ି ନଯିବାକୁ ବି ନିର୍ଦ୍ଦେଶ ଦେଇଛନ୍ତି ଏସପି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)