Advertisment

ପେପର୍‌ ଲିକ୍‌ ରୋକିବ QR କୋଡ୍‌

ମାଟ୍ରିକ ପରୀକ୍ଷା ଆସନ୍ତା ୨୧ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହା ପରେ ୧୯ ତାରିଖରୁ ଆରମ୍ଭ ହେବ ଖାତା ଦେଖା। ଏ ପ୍ରକ୍ରିୟା ୧୩ ଦିନ ଯାଏଁ ଚାଲିବ ବୋଲି ସୂଚନା ଦେଇଛନ୍ତି ବୋର୍ଡ କର୍ତ୍ତୃପକ୍ଷ।

Advertisment

ଆସନ୍ତା ୨୧ ତାରିଖରୁ ମାଟ୍ରିକ୍‌ ପରୀକ୍ଷା। ତା’ପୂର୍ବରୁ ପରୀକ୍ଷା ପରିଚାଳନା ଓ ପ୍ରସ୍ତୁତି ସଂପର୍କରେ ପ୍ରେସମିଟରେ ସୂଚନା ଦେଇଛନ୍ତି ବୋର୍ଡ କର୍ତ୍ତୃପକ୍ଷ। କହିଛନ୍ତି, ମାଟ୍ରିକ୍ ପରୀକ୍ଷା ପାଇଁ ଏଥର ୩ ହଜାର ୧୩୩ଟି କେନ୍ଦ୍ର କରାଯାଇଥିବା ବେଳେ ମୋଟ୍‌ ୩୧୪ଟି ନୋଡାଲ ସେଣ୍ଟର କରାଯାଇଛି। ଆସନ୍ତା ୧୨ ତାରିଖରୁ ୧୯ ତାରିଖ ଭିତରେ ସବୁ ନୋଡାଲ୍‌ ସେଣ୍ଟରରେ ପ୍ରଶ୍ନପତ୍ର ପହଞ୍ଚିବ। ପୂର୍ବବର୍ଷ ଭଳି ଏଥର ମଧ୍ୟ ପରୀକ୍ଷା କେନ୍ଦ୍ରରେ ସକାଳ ସାଢ଼େ ୭ଟାରୁ ସାଢ଼େ ୮ଟା ମଧ୍ୟରେ ପ୍ରଶ୍ନପତ୍ର ପହଞ୍ଚିବ।

Advertisment
Question Paper Leak Matric Exam QR Code
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ