Advertisment

Video: ରତ୍ନଭଣ୍ଡାରକୁ ପ୍ରବେଶ କଲା ASI

ପୁରୀ ଟ୍ରେଜେରିରୁ ଚାବି ଆସିଲା .. ଭାରା ବନ୍ଧା ହେଲା । ଆଗେ ଛଡ଼ାଯିବ ଚୂନ ପ୍ଲାଷ୍ଟର । ତାପରେ ଆରମ୍ଭ ହେବ ମରାମତି ।

Advertisment

ପ୍ରତୀକ୍ଷାର ଅନ୍ତ, ଆରମ୍ଭ ହେଲା ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି କାର୍ଯ୍ୟ । ASI ଟିମ୍ ଆଜି ଶ୍ରମିକଙ୍କୁ ଧରି ଭାରା ବନ୍ଧା କାମରୁ ସଂରକ୍ଷଣ କାମର ଶ୍ରୀଗଣେଶ କରିଛି । କାନ୍ଥରେ ଫାଟ ଓ ଚଟାଣର ଦୀର୍ଘସ୍ଥାୟୀ ମରାମତିକୁ ସଂସ୍ଥା ଗୁରୁତ୍ୱ ଦେଉଛି । ସେପଟେ ୩ ମାସ ଭିତରେ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଥିବା କହିଛନ୍ତି ଆଇନ ମନ୍ତ୍ରୀ ।

Advertisment
Srimandir ASI Ratna Bhandar
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ